ଗୁରୁ ପଙ୍କଜ ଉତ୍ସବ - ୨୦୨୧

ଆଦିଗୁରୁ ପଙ୍କଜ ଚରଣ ଦାସଙ୍କ ସ୍ମୃତିରେ ଗୁରୁ ପଙ୍କଜ ଉତ୍ସବ ବୁଧବାର ଦିନ ରବୀନ୍ଦ୍ର ମଣ୍ଡପରେ ଆରମ୍ଭ ହୋଇଯାଇଛି । ଉତ୍ସବର ଉଦ୍ଘାଟନୀ ସନ୍ଧ୍ୟାରେ ଅନେକ କଳାକାରଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ଏବଂ ଅନେକ କଳାକାର ଓଡିଶୀ ନୃତ୍ୟ ପରିବେଷଣ କରିଥିଲେ।
ଏହି ଉତ୍ସବରେ ଜଣେ ନୃତ୍ୟଶିଳ୍ପୀ ଓଡିଶୀ ନୃତ୍ୟ ପରିବେଷଣ କରୁଛନ୍ତି

Leave a comment